ବାଲିଗୁଡା/୧୩/୧୨/୨୦୨୫/(ଆଧାର ମିଡ଼ିଆ-ସଞ୍ଜୟ କୁମାର ପାଣିଗ୍ରାହୀ)-କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବନବିଭାଗ କଲୋନୀ ପରିସରରୁ ଏକ ବନସୁନ୍ଦରୀ ବା ପାହାଡିଆ ଚିତି ସାପ ବନବିଭାଗ କର୍ମଚାରୀ ଉଦ୍ଧାର କରିଥିବା ଦେଖିବାକୁ ମିଳିଛି l ପ୍ରକାଶ ଯେ, କଲୋନୀ ପଛପଟ ବଗିଚାରେ ପିଲାମାନେ ଖେଳୁଥିବାବେଳେ ସାପଟିକୁ ଦେଖି ଜୈନକ ବନବିଭାଗ କର୍ମଚାରୀଙ୍କୁ ଖବର କରିବାପରେ ସାପ ସ୍ଵାର୍ଡ କର୍ମଚାରୀ ଆସି ଉକ୍ତ ସାପଟିକୁ ଉଦ୍ଧାର କରିବା ସହ ସୁରକ୍ଷିତ ସ୍ଥାନରେ ନେଇ ଛାଡିଥିବା ବିଷୟ ବନ ବିଭାଗ ପକ୍ଷରୁ କୁହାଯାଇଛି l
Recent Comments