logo
add image
ରେଙ୍ଗାଲି ବ୍ଲକରେ ଜନଅଭିଯୋଗ ଶୁଣାଣି 

ରେଙ୍ଗାଲି ବ୍ଲକରେ ଜନଅଭିଯୋଗ ଶୁଣାଣି 

ରେଙ୍ଗାଲି/ସମ୍ବଲପୁର/୦୯/୦୨/୨୦୨୬/(ଆଧାର ମିଡ଼ିଆ/ରିପୋର୍ଟ-ସୁନିଲ କୁମାର ନାଥ)-ଆଜି ରେଙ୍ଗାଲି ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ସମ୍ବଲପୁର ଏବଂ ଏସ.ପି ସମ୍ବଲପୁର ଙ୍କର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଅଭିଯୋଗ ଶୁଣାଣିରେ ମୋଟ ୫୯ ଟି ଆବେଦନ ଗ୍ରହଣ କରାଯାଇଥିଲା ଯେଉଁଥିରୁ ୫୦ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବାବେଳେ,୦୮ ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତଥିଲା । ଅନୁଷ୍ଠିତ ଜନ ଅଭିଯୋଗ ଶୁଣାଣି ଠାରେ ୪ଟି ଅଭିଯୋଗର ସମାଧାନ କରାଯାଇଥିଲା। ରେଡକ୍ରସ୍ ଅଧୀନରେ ଜଣେ ହିତାଧିକାରୀଙ୍କୁ ୧୫,୦୦୦ ଟଙ୍କା ସହାୟତା ରାଶି ବାବଦରେ ପ୍ରଦାନ କରାଯାଇଥିଲା।ମା ତାରିଣୀ ସ୍ଵୟଂ ସହାୟକ ଗୋଷ୍ଠୀ ଏବଂ କଲ୍ଯାଣୀ ସ୍ଵୟଂ ସହାୟକ ଗୋଷ୍ଠୀ ଙ୍କୁ ଜିଲ୍ଲାପାଳ ଦ୍ବାରା ୧୦ ଲକ୍ଷ ଟଙ୍କାର ଚେକ ପ୍ରଦାନ କରାଯାଇଥିଲା।

Recent Comments

Leave Comments

Top