logo
add image
ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା 

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା 

ବାଲିଗୁଡା/୦୮/୦୩/୨୦୨୬/(ଆଧାର ମିଡ଼ିଆ-ସଞ୍ଜୟ କୁମାର ପାଣିଗ୍ରାହୀ):ମାର୍ଚ୍ଚ ଆଠତାରିଖ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ହାର୍ଟର ସମ୍ପାଦକ ପ୍ରମୋଦ କୁମାର ଦାସଙ୍କ ନେତୃତ୍ବରେ ସିର୍ତ୍ତିଗୁଡା ଗ୍ରାମ ପଞ୍ଚାୟତର ବିଭିନ୍ନ ଉପାନ୍ତ ଅଞ୍ଚଳରେ ଲିଙ୍ଗ ସମାନତା, ବାଲ୍ୟ ବିବାହ,ଅନ୍ଧ ବିଶ୍ବାସକୁ ସଂସ୍କାର ରୋକିବାକୁ ବାଲିଗୁଡାର କନ୍ଧମାଳ କଳାବିକାଶ କେନ୍ଦ୍ରର କଳାକାର ମାନଙ୍କ ଦ୍ବାରା ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ମହିଳା ଯୋଗ ଦେଇଥିଲେ l

Recent Comments

Leave Comments

Top